www.samajalive.in
Tuesday, December 9, 2025
23.1 C
Bhubaneswar

୨୦୧୪ ନିର୍ବାଚନୀ ଶୋଭାଯାତ୍ରା ମାମଲା: ଅଦାଲତରେ କେଜରିୱାଲ ଦୋଷମୁକ୍ତ

ମୁମ୍ବଇ : ପୁଲିସ ଅନୁମତି ବିନା ନିର୍ବାଚନ ଶୋଭାଯାତ୍ରା ଆୟୋଜନ କରିବା ନେଇ ଏକ ମାମଲାରେ ଅଦାଲତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଓ ଅନ୍ୟ ୭ଜଣଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୧୪ ଲୋକସଭା ନିର୍ବାଚନ ଅବସରରେ ଆପ୍‍ ଆବାହକ କେଜରିୱାଲ, ସାମାଜିକ କର୍ମୀ ମେଧା ପାଟକର, ମୀରା ସାନ୍ୟଲ ପ୍ରମୁଖ ଉତ୍ତରପୂର୍ବ ମୁମ୍ବଇର ମନର୍ଖୁଦରେ ନିର୍ବାଚନ ଶୋଭାଯାତ୍ରା କରିଥିଲେ। ଶୋଭାଯାତ୍ରା ଆୟୋଜନ ନେଇ ପୁଲିସର ଅନୁମତି ନିଆଯାଇ ନଥିବାରୁ ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ଏହି ମାମଲାରେ ଦୌରାଜଜ୍‍ କୋର୍ଟ ଶୁକ୍ରବାର ସମସ୍ତଙ୍କୁ ଦୋଷମୁକ୍ତ କରିଥିଲେ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories