www.samajalive.in
Sunday, December 14, 2025
15.1 C
Bhubaneswar

ଦେଶରେ ଆଉ ୯୭୫ ନୂଆ ସଂକ୍ରମିତ ଚିହ୍ନଟ ; ଆରୋଗ୍ୟ ହାର ୯୮.୭୬%

ନୂଆଦିଲ୍ଲୀ : ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦିନେ ବୃଦ୍ଧି ଓ ଦିନେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୯୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୪୦,୯୪୭କୁ ବୃଦ୍ଧି ପାଇଛି। ସେହିପରି ଆଉ ୭୯୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୦୭,୮୩୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ୫,୨୧,୭୪୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ହାର ୧.୨୧%। ୧୧,୩୬୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%।
ଦିନକରେ ୩,୦୦,୯୧୮ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୩,୧୪,୭୮,୨୮୮ ନମୁନା ପରୀକ୍ଷା କରାଯାଇଛି। ୨୪ ଘଣ୍ଟାରେ ୬,୮୯,୭୨୪ ଟିକା ନେଇଥିବା ବେଳେ ମୋଟ ୧,୮୬,୩୮,୩୧,୭୨୩ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୩,୨୬,୨୭୬ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories