www.samajalive.in
Thursday, December 11, 2025
16.1 C
Bhubaneswar

‘ନମୋ ଆପ୍‍’ରୁ ଦେଖି ହେବ ପରୀକ୍ଷା ପେ ଚର୍ଚ୍ଚାର ଆଲୋଚନା

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବାରେ ସେ ଆନନ୍ଦ ଅନୁଭବ କରିଥାନ୍ତି। ଏକ ଟ୍ୱିଟ୍‍ କରି ସେ କହିଛନ୍ତି ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପରୀକ୍ଷା ସମ୍ବନ୍ଧୀୟ ବିଭିନ୍ନ ବିଷୟ ଉପରେ ଆଲୋଚନା କରିବା ପାଇଁ ଏକ ଉପଯୁକ୍ତ ମଞ୍ଚ। ସେ କହିଛନ୍ତି ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ହୋଇଥିବା ଆଲୋଚନାଗୁଡ଼ିକୁ ନମୋ ଆପରୁ ଦେଖିହେବ। ପ୍ରଧାନମନ୍ତ୍ରୀ ପରୀକ୍ଷା ସମୟରେ ଛାତ୍ରଛାତ୍ରୀମାନଙ୍କ ମାନସିକ ଚାପ ହ୍ରାସ କରିବା ପାଇଁ ଏହି କାର୍ଯ୍ୟକ୍ରମ କରିଆସୁଛନ୍ତି।

ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଉପରେ ସକାରାତ୍ମକ ପ୍ରଭାବ ପକାଉଛି। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଉପୁଜୁଥିବା ବିଭିନ୍ନ ପ୍ରଶ୍ନ ଓ ସେଗୁଡ଼ିକର ସମାଧାନ ବିଷୟ ଏଥିରେ ସ୍ଥାନ ପାଉଛି। ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଦ୍ୟାର୍ଥୀମାନଙ୍କୁ ଏହିସବୁ ବିଷୟରେ ନମୋ ଆପ୍‍ରୁ ଜାଣିବା ପାଇଁ ଅନୁରୋଧ କରିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories