www.samajalive.in
Friday, December 12, 2025
16.1 C
Bhubaneswar

ଜଉନାଙ୍କୁ ରୌପ୍ୟ ; ପୂର୍ଣ୍ଣିମାଙ୍କୁ ବ୍ରୋଞ୍ଜ୍

ଭୁବନେଶ୍ୱର : ଜାତୀୟ ଓପନ ଦୌଡ଼କୁଦ ପ୍ରତିଯୋଗିତାରେ ଓଡ଼ିଆ ପ୍ରତିଯୋଗୀଙ୍କ ନୌରାଶ୍ୟଜନକ ପ୍ରଦର୍ଶନ ଦେଖିବାକୁ ମିଳିଛି। ଓଡ଼ିଶା ଆଥ୍‍ଲେଟିକ ଆସୋସିଏସନ ପକ୍ଷରୁ ୧୬ ଜଣ ପ୍ରତିଯୋଗୀଙ୍କ ସମେତ ରେଳବାଇର ପୂର୍ଣ୍ଣିମା ହେମ୍ବ୍ରମ୍‍ ଓ ଓଏନ୍‍ଜିସିର ଜଉନା ମୁର୍ମୁ ଭାଗ ନେଇଥିଲେ। ୧୦୦ ମିଟର ମହିଳା ହର୍ଡଲ୍‍ସରେ ପୂଣ୍ଣିିମା ବ୍ରୋଞ୍ଜ ପଦକ ବିଜୟୀ ହୋଇଥିବା ବେଳେ ମହିଳା ୪ ଗୁଣା ୪୦୦ମିଟର ରିଲେରେ ଏନ୍‍ଜିସି ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଜଉନା ମୁର୍ମୁ ରୌପ୍ୟ ପଦକ ହାସଲ କରିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories