www.samajalive.in
Saturday, December 13, 2025
15.1 C
Bhubaneswar

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ନବୀନ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ବିଧାୟକ ଦେବୀ ମିଶ୍ରଙ୍କ ସମେତ ବିଜେଡିର କିଛି ବରିଷ୍ଠ ନେତା ମଧ୍ୟ ସାମିଲ ହୋଇଥିଲେ ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories