www.samajalive.in
Wednesday, December 10, 2025
16.1 C
Bhubaneswar

ଦ୍ବିପାକ୍ଷିକ କଥାବାର୍ତ୍ତା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ସେହବାଜ

ନୂଆଦିଲ୍ଲୀ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ଚିଠି ଲେଖିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ସେହବାଜ ସରିଫ। ଚିଠିରେ ସରିଫ ଦୁଇଦେଶ ମଧ୍ୟରେ ଦ୍ବିପାକ୍ଷିକ କଥାବାର୍ତ୍ତା ଆରମ୍ଭ କରିବାକୁ କହିଥିବା ଜଣାଯାଇଛି। କାଶ୍ମୀର ସମେତ ଦୁଇ ଦେଶ ମଧ୍ୟରେ ରହିଥିବା ବିବାଦକୁ ଶାନ୍ତିପୂର୍ଣ୍ଣ ସମାଧାନ ନିମନ୍ତେ କଥାବାର୍ତ୍ତା କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବା ପରେ ସରିଫଙ୍କୁ ମୋଦୀ ଅଭିନନ୍ଦନ ଜଣାଇଥିଲେ। ମୋଦୀଙ୍କ ଶୁଭେଚ୍ଛା ବାର୍ତ୍ତା ପରେ ସରିଫ ଧନ୍ୟବାଦ ଜଣାଇବା ସହିତ ଭାରତ ସହିତ ଗଠନମୂଳକ ସମ୍ପର୍କ ସ୍ଥାପନ ପାଇଁ ଆଶାବ୍ୟକ୍ତ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories