www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ପୁଣି ବଢିଲା ସଂକ୍ରମଣ ; ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ପୁଣି ବଢିଲା କରୋନା ସଂକ୍ରମଣ। କିଛି ଦିନ ହେବ ଦୈନିକ ସଂକ୍ରମଣ ୧ ହଜାର ଅତିକ୍ରମ କରୁଥିବା ବେଳେ ଏବେ ୨ ହଜାର ଟପିଛି। ୨୪ ଘଣ୍ଟାରେ ଆଉ ୨ ହଜାର ୧୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୪୪,୨୮୦କୁ ବୃଦ୍ଧି ପାଇଛି। ସେହିପରି ଆଉ ୧,୯୮୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୧୦,୭୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୯୬୫ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୧%। ସେହିପରି ଆଉ ୧୧,୫୪୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୨,୬୧,୪୪୦ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୩,୨୧,୦୪,୮୪୬ ନମୁନା ପରୀକ୍ଷା କରାଯାଇଛି। ଦିନକ ପୂର୍ବରୁ ୨,୬୬,୪୫୯ ଟିକା ନେଇଥିବା ବେଳେ ମୋଟ ୧,୮୬,୫୪,୯୪,୩୫୫ ଟିକାକରଣ କରାଯାଇଛି। ଆଜି ପୂର୍ବାହ୍ନ ସୁଦ୍ଧା ୨,୦୦,୦୪୨ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories