www.samajalive.in
Tuesday, December 9, 2025
16.1 C
Bhubaneswar

୮ ଜିଲାରୁ ୧୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୧୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨,ସଙ୍ଗରୋଧରୁ ୮, ସ୍ଥାନୀୟ ୫।ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୮୭,୯୩୫କୁ ବୃଦ୍ଧି ପାଇଛି। ୧୨,୭୮,୬୫୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦୭ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୮ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, ବଲାଙ୍ଗୀର ୨, କଟକ ୧, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୨, ପୁରୀ ୧, ସମ୍ବଲପୁର ୩, ସୋନପୁର ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories