www.samajalive.in
Saturday, December 6, 2025
15.1 C
Bhubaneswar

ଖୋଲିଲା ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ

ଫୁଲବାଣୀ :  ଦୀର୍ଘ ଦୁଇବର୍ଷ ପରେ ସୋମବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଛି । ଫଳରେ ଗ୍ରାମାଞ୍ଚଳର ଲୋକେ ଖୁସିବ୍ୟକ୍ତ କରିଛନ୍ତି। ଆଜି କନ୍ଧମାଳ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଥିଲା  ।
ଶୁଣାଣି ବେଳେ ଜିଲାପାଳ ଡା. ଵୃନ୍ଦା ଡି., ଏସ ପି. ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ, ପ୍ରକଳ୍ପ ନିର୍ଦେଶକ ବିଶ୍ୱରଂଜନ ନାୟକ, ଉପ ଜିଲାପାଳ ଶେଷ ଦେବ ମିଶ୍ର, ପ୍ରମୁଖଙ୍କ ସମେତ ବହୁ ଜିଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
ଆଜି ପ୍ରାୟ ୨୭ ଜଣଙ୍କ ଅଭିଯୋଗ ଶୁଣାଣି ହୋଇଥିଲା  । ତେବେ କରୋନା  ସଂକ୍ରମଣ ପାଇଁ ଦୁଇ ବର୍ଷ ହେଲା ବନ୍ଦ ଥିବା ଅଭିଯୋଗ ପ୍ରକୋଷ୍ଠ ଆଜି ଆରମ୍ଭ ହୋଇଥିଲା ତେବେ ଆବଶ୍ୟକ ପ୍ରଚାର ପ୍ରସାର ହୋଇପାରିନଥିବା ଯୋଗୁଁ କମ ସଂଖ୍ୟକ ଲୋକ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ  ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories