www.samajalive.in
Saturday, December 6, 2025
26.1 C
Bhubaneswar

କାବୁଲରେ ହାଇସ୍କୁଲ ନିକଟରେ ଏକାଧିକ ବିସ୍ଫୋରଣ, ଅନେକ ମୃତାହତ ଆଶଙ୍କା

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲର ପଶ୍ଚିମାଞ୍ଚଳରେ ଥିବା ଅବଦୁଲ୍‌ ରହିମ ଶହୀଦ ହାଇସ୍କୁଲ ନିକଟରେ ମଙ୍ଗଳବାର ଏକାଧିକ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଅନେକ ଲୋକ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି। ଏଥିସହିତ ୧୪ରୁ ଊର୍ଦ୍ଧ୍ବ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍କୁଲ ପିଲାମାନେ ପାଠପଢିବାକୁ ଶ୍ରେଣୀ ଗୃହକୁ ଯାଉଥିବା ସମୟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ଅବଦୁଲ୍‌ ରହିମ ଶହୀଦ ହାଇସ୍କୁଲ ନିକଟରେ ଲଗାତର ୩ଟି ବିସ୍ଫୋରଣ ନେଇ ସୂଚନା ଦେବା ସହ କହିଛି ଯେ, ଘଟଣାର ତଦନ୍ତ ଆରମ୍ଭ ହୋଇଛି ଓ ପରେ ସବିଶେଷ ତଥ୍ୟ ଦିଆଯିବ।

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories