www.samajalive.in
Monday, December 15, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଓଏଏସ ଅଧିକାର

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ରାଜସ୍ୱ ଓ ପ୍ରାକୃତିକ ବିପର୍ୟ୍ୟୟ ପରିଚଳାନା ବିଭାଗରେ କାର୍ୟ୍ୟରତ ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଓଏଏସ ଅଧିକାରୀ ଆଶୁତୋଷ ସାମଲଙ୍କ ସଚିବାଳୟ ସ୍ଥିତ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢଉ କରାଯାଇଛି । ଭୁବନେଶ୍ବର ଖାରବେଳ ନଗରସ୍ଥିତ ବାସଭବନ, ଯାଜପୁର ବଡ଼ଚଣା ଥାନା ଅନ୍ତର୍ଗତ ଶାସନ ପୁରୁଶୋତ୍ତମପୁରସ୍ଥିତ ପୈତୃକ ଘର, ଭଣ୍ଡାରିପୋଖରି ଥାନା ଅନ୍ତର୍ଗତ ନବରଙ୍ଗପୁର ଗାଁରେ ଭିଜିଲାନ୍ସ ପକ୍ଷରୁ ଚଢଉ ଜାରି ରହିଛି ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories