www.samajalive.in
Monday, December 8, 2025
27.1 C
Bhubaneswar

ପାଞ୍ଚ ଜିଲାରୁ ଆଠ ସଂକ୍ରମିତ ଚିହ୍ନଟ

ଭୁୁବନେଶ୍ୱର : ଗତ କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଏକ ଅଙ୍କ ବିଶିଷ୍ଟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ଆଉ ୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ,ସଙ୍ଗରୋଧରୁ ୫ ଓ ସ୍ଥାନୀୟ ୩। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୫୯କୁ ବୃଦ୍ଧି ପାଇଛି। ୧୨,୭୮,୬୭୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୫ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀରରୁ ୧, କଟକ ୨, ଖୋର୍ଦ୍ଧା ୧, ସମ୍ବଲପୁର ୨ ଓ ସୁନ୍ଦରଗଡରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories