www.samajalive.in
Sunday, December 14, 2025
15.1 C
Bhubaneswar

ଲକ୍ଷାଧିକ ଟଙ୍କାର ଅଳଙ୍କାର ,ନଗଦ ଟଙ୍କା ଚୋରି

ବେଗୁନିଆ  : ବେଗୁନିଆ ଥାନା ଅନ୍ତର୍ଗତ ଉତ୍ତରେଶ୍ୱର ରାଉତପଡାସ୍ଥିତ ରତ୍ନାକର ଦେବତ୍ତାଙ୍କ ଘରୁ ଦୁର୍ବୁତ୍ତ  ମାନେ ନଗଦ ୧ ଲକ୍ଷ ଟଙ୍କା ସହିତ ସୁନା ଏବଂ ରୁପା ଅଳଙ୍କାର ଚୋରି କରି ନେଇଥିବାର ବେଗୁନିଆ ଥାନାରେ ଅଭିଯୋଗ ହୋଇଛି ।ଘର ଲୋକମାନେ ଡିଙ୍ଗର ପଣା ଯାତ୍ରା ଦେଖିବା ପାଇଁ ରାତିରେ ଯାଇଥିବାବେଳେ ଦୁର୍ବୁତ୍ତ ମାନେ ତାଙ୍କ ଘରେ ପଶି ଆଲମିରା ଭାଙ୍ଗି ନଗଦ ଏକ ଲକ୍ଷ ଟଙ୍କା ,ଏକ ଭରିରୁ ଅଧିକ ସୁନା ଅଳଙ୍କାର ଏବଂ ୫ ଭରିରୁ ଅଧିକ ରୁପା ଅଳଙ୍କାର ଚୋରି କରି ନେଇଯାଇଥିବାର ଘର ଲୋକମାନେ ସକାଳୁ ଆସି ଜାଣିବାକୁ ପାଇଥିଲେ । ଏ ସଂକ୍ରାନ୍ତରେ ବେଗୁନିଆ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ କରୁଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories