www.samajalive.in
Sunday, December 7, 2025
26.1 C
Bhubaneswar

୨୪୫୧ ନୂଆ ସଂକ୍ରମିତ ଚିହ୍ନଟ, ଆରୋଗ୍ୟ ହାର ୯୮.୭୫%

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦିନକରେ ଆଉ ୨,୪୫୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୫୨,୪୨୫କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧,୫୮୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୪,୨୫,୧୬,୬୮ରେ ପହଞ୍ଚିଛି। ଦେଶରେ କରୋନା ଆରୋଗ୍ୟ ହାର ୯୮.୭୫% ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୪ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ତାରେ ମୃତ୍ୟୁ  ଘଟିଛି। ଏଥି ସହ ଦେଶ​ରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୨,୧୧୬ରେ ପହଞ୍ଚିଛି।

ଅନ୍ୟପକ୍ଷରେ ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୪୧କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ  ସକ୍ରିୟ ଆକ୍ରାନ୍ତ ହାର ୦.୦୩ % ରହିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories