www.samajalive.in
Saturday, December 13, 2025
26.1 C
Bhubaneswar

ରେଳମନ୍ତ୍ରୀଙ୍କ ଦ୍ୱାରା ମୁଖ୍ୟ ଡାକଘର ଉଦଘାଟିତ

ମାଲକାନଗିରି: କେନ୍ଦ୍ର ରେଳବାଇ, ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ମାଲକାନଗିରି ଗସ୍ତ କରି ଜିଲ୍ଲା ଡାକଘର ଉଦଘାଟନ କରିଛନ୍ତି । ପରେ ପରେ ଗ୍ରାମ ଉନ୍ନୟନ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନିକ ଅଧିକାରୀମାନଙ୍କୁ ନେଇ କେନ୍ଦ୍ର ସରକାରଙ୍କ ଅନୁଦାନରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ରେଳ ଓ ଡାକ ବିଭାଗର ବରିଷ୍ଠ ପଦାଧିକାରୀମାନଙ୍କ ସହ ମାଲକାନଗିରି ବିଧାୟକ ଆଦିତ୍ୟ ମାଡ଼ି, ପୂର୍ବତନ ସାଂସଦ ବଳଭଦ୍ର ମାଝୀ, ଭାରପ୍ରାପ୍ତ ଜିଲାପାଳ ବିରସେନ ପ୍ରଧାନ ଓ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories