www.samajalive.in
Sunday, December 14, 2025
26.1 C
Bhubaneswar

କଂକ୍ରିଟ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବ୍ଲକ ଅଧ୍ୟକ୍ଷା

ଯାଜପୁର: ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ତ୍ରୀଜଙ୍ଗା କଲୋନୀ ଜଗନ୍ନାଥ ସାହିର ନୂତନ କଂକ୍ରିଟ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବ୍ଲକ ଅଧ୍ୟକ୍ଷା ଅର୍ଚ୍ଚନା ଦାସ କରିଛନ୍ତି। ବିଧାୟକ ପ୍ରୀତିରଞ୍ଜନ ଘଡେଇଙ୍କ ଦୃଢ଼ ଇଛା ଶକ୍ତି ଓ ନିର୍ଵାଚନ ମଣ୍ଡଳୀର ଲୋକମାନଙ୍କ ଭଲପାଇବା ପାଇଁ ଉନ୍ନତି ହେଉଛି ଓ ଆଗକୁ ନୂଆ ନୂଆ କାର୍ଯ୍ୟ ହେବ ବୋଲି ଅଧ୍ୟକ୍ଷା କହିଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories