www.samajalive.in
Tuesday, December 9, 2025
19.1 C
Bhubaneswar

ଓଡିଶାରେ କରୋନା ; ଏକ ଜିଲାରୁ ଏକ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ଜଣେ କରୋନା ଆକ୍ରାନ୍ତ। ଦୀର୍ଘ ଦୀର୍ଘ ଦୁଇ ବର୍ଷରୁ ଅଧିକ ସମୟ ଦେଶରେ ତଥା ରାଜ୍ୟରେ କରୋନା ନିଜର କାୟା ବିସ୍ତାର କରିବା ପରେ ଓଡିଶାରେ ୨ ବର୍ଷ ପରେ ୨୪ ଘଣ୍ଟାରେ ପ୍ରଥମ ଥର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ , ସ୍ଥାନୀୟରୁ କୌଣସି ସଂକ୍ରମିତ ଚିହ୍ନଟ ହୋଇନଥିବା ବେଳେ ସଙ୍ଗରୋଧରୁ ଜଣେ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର ଜିଲାରୁ ଉକ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୮୦କୁ ବୃଦ୍ଧି ପାଇଛି। ୧୨,୭୮,୭୧୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories