www.samajalive.in
Sunday, December 14, 2025
16.1 C
Bhubaneswar

ଶୁଖିଲା ତୁଳସୀପତ୍ରର ରହିଛି ଚମତ୍କାରୀ ଲାଭ

ହିନ୍ଦୁ ଧର୍ମରେ ତୁଳସୀ ବୃକ୍ଷଙ୍କୁ ଖୁବ ପବିତ୍ର କୁହାଯାଏ। ତୁଳସୀଙ୍କ ବିନା ପୂଜା ସମ୍ପୂର୍ଣ୍ଣ ହୋଇନଥାଏ ବୋଲି ମାନ୍ୟତା ରହିଛି। ନିୟମିତ ତୁଳସୀଙ୍କୁ ଜଳ ଅର୍ପଣ କରିବା ଦ୍ୱାରା ଓ ସନ୍ଧ୍ୟା ସମୟରେ ଦୀପ ଲଗାଇବା ଦ୍ୱାରା ଭାଗ୍ୟରେ ସୁପରିବର୍ତ୍ତନ ହୋଇଥାଏ। ଏହା ବ୍ୟତୀତ ଶୁଖିଲା ତୁଳସୀପତ୍ରର ମଧ୍ୟ ଖୁବ ଅଧିକ ମହତ୍ତ୍ୱ ରହିଛି। ଜାଣନ୍ତୁ….
ଧାର୍ମିକ ମାନ୍ୟତା ଅନୁଯାୟୀ, ଭଗବାନ ଶ୍ରୀକୃଷ୍ଣଙ୍କୁ ଶୁଖିଲା ତୁଳସୀପତ୍ର ଖୁବ ପ୍ରିୟ। ଗୋଟିଏ ତୁଳସୀ ପତ୍ରର ବ୍ୟବହାର ୧୫ ଦିନ ଯାଏଁ ଭଗବାନଙ୍କ ଭୋଗରେ ବ୍ୟବହାର କରାଯାଇ ପାରେ।
ଭଗବାନ କୃଷ୍ଣଙ୍କୁ ସ୍ନାନ କରାଇବା ସମୟରେ ଶୁଖିଲା ତୁଳସୀପତ୍ର ସେହି ଜଳରେ ପକାନ୍ତୁ। ଏହାଦ୍ୱାରା ଖୁବ ଶୁଭଫଳ ପ୍ରାପ୍ତି ହେବା ସହ ନକରାତ୍ମକ ଶକ୍ତି ଦୂର ହୋଇଥାଏ।
ଶୁଖିଲା ତୁଳସୀ ପତ୍ରକୁ ଲାଲ ରଙ୍ଗ କପଡାରେ ବାନ୍ଧି ଆଲମିରା କିମ୍ବା ଧନ ରଖିବା ସ୍ଥାନରେ ରଖିବା ଦ୍ୱାରା ମା’ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହୋଇଥାଏ। ଆର୍ଥିକ କ୍ଷେତ୍ରରେ ମଧ୍ୟ ଉନ୍ନତି ହୋଇଥାଏ।
ତୁଳସୀର ଶୁଖିଲାପତ୍ରକୁ ଗଙ୍ଗା ଜଳରେ ପକାଇ ଘରେ ଛିଞ୍ଚନ କରିବା ଦ୍ୱାରା ନକରାତ୍ମକ ଶକ୍ତି ଦୂର ହୋଇ ସକରାତ୍ମକ ଶକ୍ତି ପ୍ରବେଶ କରିଥାଏ। ଘରେ ସର୍ବଦା ସୁଖଶାନ୍ତିର ବାତାବରଣ ରହିଥାଏ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories