www.samajalive.in
Sunday, December 7, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ

ଜମ୍ମୁକାଶ୍ମୀର: କୁଲଗାମ ଜିଲ୍ଲାର ମିରହମା ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ତେବେ ମୃତ ଦୁଇ ଆତଙ୍କବାଦୀ ଜୈଶ-ଏ-ମହମ୍ମଦ ସଂଗଠନର ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ ସମ୍ପୃକ୍ତ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିରହିବା ନେଇ ସୁରକ୍ଷାକର୍ମୀ ମାନେ ଖବର ପାଇଥିଲେ । ପରେ ପୁଲିସ ଓ ସୁରକ୍ଷାକର୍ମୀ ମିଳିତ ଭାବେ ଘଟଣାସ୍ଥଳ​‌ରେ ପହଞ୍ଚି ସର୍ଚ୍ଚ ଅପରେସନ ଜାରି କରିଥି​‌ଲେ ।

ସେହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ସେମାନଙ୍କ ଉପରକୁ ଆଖିବୁଜା ଗୁଳିଚାଳନା କରିଥିଲେ । ପରେ ସୁରକ୍ଷାକର୍ମୀ ମଧ୍ୟ ଗୁଳି ଚଳାଇଥିଲେ । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା । ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ମୃତଦେହ ନିକଟରୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories