www.samajalive.in
Monday, December 15, 2025
14.1 C
Bhubaneswar

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ସୋମବାର ଦଶମୀ ତିଥିରେ ଶ୍ରୀଜୀଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗ ମଣ୍ଡପ ପରେ ଆପାତତଃ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଉକ୍ତ ନୀତି ଦଇତାପତି ସେବକମାନଙ୍କ ଦ୍ୱାରା ସମ୍ପାଦିତ ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories