www.samajalive.in
Tuesday, December 9, 2025
16.1 C
Bhubaneswar

ପଞ୍ଚାୟତିରାଜ ଅନୁଷ୍ଠାନକୁ ଶକ୍ତିଶାଳୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତିରାଜ ଦିବସରେ ପଞ୍ଚାୟତିରାଜ ଅନୁଷ୍ଠାନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଛନ୍ତି । ଟ୍ୱିଟ କରି ସେ କହିଛନ୍ତି ଯେ, ତୃଣମୂଳସ୍ତରରୁ ଗଣତନ୍ତ୍ରକୁ ସୁଦୃଢ କରିବା ପାଇଁ ବିଜୁ ବାବୁ କ୍ଷମତାର ବିକେନ୍ଦ୍ରୀକରଣ ସହ ପଞ୍ଚାୟତର ସଶକ୍ତିକରଣ ଉପରେ ପ୍ରାଥମିକତା ଦେଉଥିଲେ । ତାଙ୍କରି ମାର୍ଗଦର୍ଶନରେ ପଞ୍ଚାୟତିରାଜ ଅନୁଷ୍ଠାନକୁ ସଶକ୍ତ କରିବାକୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଜାତୀୟ ପଞ୍ଚାୟତିରାଜ ଦିବସରେ ସଂକଳ୍ପବଦ୍ଧ ହୋଇ ଏହାକୁ ଆହୁରି ଦୃଢ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories