www.samajalive.in
Monday, December 8, 2025
16.1 C
Bhubaneswar

ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ବାଣ୍ଟିଲେ ତହସିଲଦାର 

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ହାଇସ୍କୁଲରେ ତହସିଲ ପକ୍ଷରୁ ସୋମବାର ଏକ ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ହରଭଙ୍ଗା ତହସିଲଦାର ଶମ୍ଭୁଭୁଷଣମିଶ୍ର ଯୋଗଦାନ କରି ୩୫ଜଣ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜାତିଗତ ଏବଂ ବାସିନ୍ଦାଗତ ପ୍ରମାଣପତ୍ର ବଣ୍ଟନ କରିଥିଲେ। ତାଙ୍କ ସହିତ ହରଭଙ୍ଗା ଅତିରିକ୍ତ ତହସିଲଦାର ହରିଓମ ଭୋଇ, ତହସିଲସୁପରଫାଇଜର ନିଶିକାନ୍ତ ମେହେର ଏବଂ ସ୍କୁଲର ଶିକ୍ଷକମାନେ ସାମିଲଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories