www.samajalive.in
Monday, December 15, 2025
27.1 C
Bhubaneswar

ଦେଶରେ ଆଉ ୨ହଜାର ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ଧୀରେଧୀରେ ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି ।  ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୨ହଜାର ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ଗୋଟିଏ ଦିନରେ ୧ହଜାର ୯୭୦ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ହ୍ରାସ ପାଉଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାର ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୬୩୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଦୈନିକ ପଜିଟିଭିଟି ହାର ୦.୫୫%କୁ ବୃଦ୍ଧି ପାଇଛି । ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୩୩,୩୧୧ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୩,୬୨୨ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories