www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ କାର୍ୟ୍ୟାଦେଶ ବଣ୍ଟନ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦର ୧୬୧ଜଣ ହିତାଧିକାରୀଙ୍କୁ କାର୍ୟ୍ୟାଦେଶ ବଣ୍ଟନ କରାଯାଇଛି । ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଥିବା ସ୍ଥାନୀୟ ବିଧାୟକ ସନ୍ତୋଷ ସିଂ ସାଲୁଜା ଦ୍ୱାରା ବଣ୍ଟନ ଶୁଭାରମ୍ଭ କରାଯାଇଥିଲା । ଏହି ଉପଲକ୍ଷେ ପରିଷଦର କନଫରେନ୍ସ ହଲରେ ଆୟୋଜିତ ସଭାରେ ନବନିର୍ବାଚିତ ନଗରପାଳ ବରିୟାମ ସିଂ ସାଲୁଜା, କାର୍ୟ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ, ଉପାଧ୍ୟାକ୍ଷା ମନୋରମା ରାଉତ, ଏମ. ଇ ଅଶୋକ ପଟନାୟକ,ରଶ୍ମି ରଞ୍ଜନ ପଟନାୟକ ,ଚନ୍ଦ୍ରଶେଖର ଭୋଇ, ବିଭିନ୍ନ ୱାର୍ଡ କାଉନସିଲର ଓ ପରିଷଦ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories