www.samajalive.in
Tuesday, December 9, 2025
23.1 C
Bhubaneswar

ଦେଶରେ ଆଉ ୩ହଜାର ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ଧୀରେଧୀରେ ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି ।  ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୩ହଜାର ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ଗୋଟିଏ ଦିନରେ ୨ହଜାର ୪୯୬ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ୬୦ ଜଣଙ୍କ ଜୀବନ ନେଇଛି କରୋନା । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ହ୍ରାସ ପାଉଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାର ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୮୦୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଏଯାଏ କରୋନାରୁ ମୋଟ୍‌ ୪,୨୫,୩୦,୬୨୨ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୩,୭୫୩ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories