www.samajalive.in
Saturday, December 13, 2025
21.1 C
Bhubaneswar

ପିକଅପ ଭ୍ୟାନ ଓଲଟି ୨ ମୃତ, ୫ ଗୁରୁତର

ମାଲକାନଗିରି: ମାଲକାନଗିରି କାଲିମେଳା ଥାନା ବଦଲିଗୁଡ଼ା ନିକଟରେ ଓଲଟିଲା ଭ୍ୟାନ। ପିକଅପ ଭ୍ୟାନ ଓଲଟି ପଡ଼ିବାରୁ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ମୃତାହତ ଏମପିଭି-୨୯ ଗାଁର ଲୋକ। ଅନ୍ୟ ୫ଜଣ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ସମସ୍ତ ଆହତଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି ଏବଂ ଯଦି କେହି ଗୁରୁତର ହୁଅନ୍ତି ତାହେଲେ ସେମାନଙ୍କୁ ଉତ୍ତମ ଚିକିତ୍ସା ପାଇଁ ଅନ୍ୟତ୍ର ସୁପାରିଶ କରାଯିବ ବୋଲି ଡାକ୍ତର ସୂଚନା ଦେଇଛନ୍ତି। ଦୁର୍ଘଟଣାଗ୍ରସ୍ତ ଲୋକ କେନ୍ଦୁପତ୍ର ବିକ୍ରୀ କରି ଫେରୁଥିବା ଜଣାପଡ଼ିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories