www.samajalive.in
Friday, December 12, 2025
27.1 C
Bhubaneswar

ଶନିବାର ରାଶିଫଳ ୩୦.୦୪.୨୦୨୨

ମେଷ: ଅଶ୍ବିନୀ ଓ କୃତ୍ତିକା ନକ୍ଷତ୍ରଜାତ ବ୍ୟକ୍ତି ଧନବାନ୍‌ ହେବେ। ଗୁଣଜ୍ଞ ହୋଇପାରନ୍ତି। ଉପାର୍ଜନକାରୀ ହେବେ। ସୁସ୍ବାଦୁ ଭୋଜନ ମିଳିବ। ଚିନ୍ତାଧାରା ଉନ୍ନତ ମାନର ହେବ। ଦ୍ବିଜା ନକ୍ଷତ୍ରର ସ୍ବଳ୍ପ ଆୟ ହେବ।
ବୃଷ: କୃତ୍ତିକା ଓ ରୋହିଣୀ ନକ୍ଷତ୍ରଜାତ ବ୍ୟକ୍ତି ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। କାର୍ଯ୍ୟରେ ବିଘ୍ନକାରୀମାନେ ଅପଦସ୍ତ ହେବେ। ମଧୁର ଭାଷାରେ ପରକୁ ଆପଣାର କରିବେ। ମୃଗଶିରାର ଚକ୍ଷୁ ପୀଡ଼ା ହେବ।
ମିଥୁନ: ଆର୍ଦ୍ରା ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ କାର୍ଯ୍ୟରେ ସଫଳତା ମିଳିବ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ। ମୃଗଶିରା ଓ ପୁନର୍ବସୁର ସାମାନ୍ୟ ଶୁଭ ଫଳ।
କର୍କଟ: ପୁଷ୍ୟାନକ୍ଷତ୍ରଜାତ ବ୍ୟକ୍ତି କୁଳଉଳକାରୀ ହେବେ। ଚିନ୍ତାଧାରା ସୁଦୂରପ୍ରସାରୀ ହେବ। ସରକାରଙ୍କ କୃପାପାତ୍ର ହୋଇପାରନ୍ତି। ଦିନଟିରେ ସବୁପ୍ରକାର ଶୁଖ ମିଳିବ। ଅଶ୍ଲେଷା ଓ ପୁନର୍ବସୁର ସାମାନ୍ୟ ଶୁଭଫଳ।
ସିଂହ: ମଘା ଓ ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ରଜାତ ବ୍ୟକ୍ତି ଉଦ୍ୟୋଗୀ ହେବେ। କାର୍ଯ୍ୟ ଶୁଭଦାୟକ ହେବ। ଦେବ ସେବାରେ ବ୍ରତୀ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ମିଳିବ। ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ରର ସାମାନ୍ୟ ଶୁଭ।
କନ୍ୟା: ଉତ୍ତରାଫାଲ୍‌ଗୁନୀ ଓ ହସ୍ତା ନକ୍ଷତ୍ର ଜାତ ବ୍ୟକ୍ତି ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ। କର୍ତ୍ତବ୍ୟନିଷ୍ଠ ହେବେ। ଦେବ-ବ୍ରାହ୍ମଣ ଭକ୍ତ ହୋଇପାରନ୍ତି। ଚିତ୍ରା ନକ୍ଷତ୍ରଜାତ ବ୍ୟକ୍ତି ସତର୍କରେ ଚଳିବେ।
ତୁଳା: ସ୍ବାତୀ ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ପ୍ରୀତି ଲାଭ କରିପାରନ୍ତି। ସେବା ମନୋଭାବର ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ। ଚିତ୍ରା ଓ ବିଶାଖା ନକ୍ଷତ୍ରଜାତ ବ୍ୟକ୍ତି ସୁସ୍ଥ ରହିବେ।
ବିଛା: ଅନୁରାଧା ନକ୍ଷତ୍ରଜାତ ବ୍ୟକ୍ତି ବାକ୍ୟ ବିଶାରଦ ହେବେ। ଚିତ୍ତ ପ୍ରସନ୍ନ ରହିବ। କର୍ତ୍ତବ୍ୟନିଷ୍ଠ ହେବେ। ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହେବେ। ବ୍ୟବସାୟ ଲାଭଜନକ ହେବ। ବିଶାଖା ଓ ଜ୍ୟେଷ୍ଠା ନକ୍ଷତ୍ରର ସାମାନ୍ୟ ଶୁଭ।
ଧନୁ: ମୂଳା ଓ ଉତ୍ତରାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତି ବିଦ୍ୟାଭ୍ୟାସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ତ୍ତବ୍ୟ ପରାୟଣ ହେବେ। ପୂର୍ବାଷାଢ଼ାର ସାମାନ୍ୟ ଶୁଭ।
ମକର: ଶ୍ରବଣା ଓ ଉତ୍ତରାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ କୃଷିକର୍ମରୁ ଲାଭ ମିଳିବ। ଉଦାର ସ୍ବଭାବ ଓ ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। ଧନିଷ୍ଠା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ।
କୁମ୍ଭ: ଶତଭିଷା ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ ପ୍ର​‌େ​‌ତ୍ୟକ କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। ଯଶସ୍ବୀ ହେବେ। ଜନାନୁରକ୍ତ ହୋଇପାରନ୍ତି। ଶାସ୍ତ୍ର ଅଧ୍ୟୟନକୁ ବ୍ରତଭାବେ ଗ୍ରହଣ କରିବେ। ପୂର୍ବଭାଦ୍ର ଓ ଧନିଷ୍ଠାର ସାମାନ୍ୟ ଶୁଭ।
ମୀନ: ଉତ୍ତରଭାଦ୍ର ନକ୍ଷତ୍ରଜାତ ବ୍ୟକ୍ତିଙ୍କର ବିଭିନ୍ନ ଦିଗରୁ ଧନାଗମ ହେବ। ମତିମାନ୍‌ ହୋଇପାରନ୍ତି। ତ୍ୟାଗଶୀଳ ହେବେ। ଚଞ୍ଚଳମନା ଓ ଦୃଷ୍ଟ ଚିତ୍ତ ହୋଇପାରନ୍ତି। ପୂର୍ବଭ୍ରାଦ୍ର ମୀନ ନକ୍ଷତ୍ରର ସାମାନ୍ୟ ଶୁଭଫଳ।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories