www.samajalive.in
Monday, December 8, 2025
27.1 C
Bhubaneswar

ବାତ୍ୟା ସମ୍ଭାବନାକୁ ଏଡାଇ ଦିଆଯାଇପାରିବ ନାହିଁ – ଆଇଏମଡି ଡିଜି

ଭୁବନେଶ୍ୱର : ରାଜ୍ୟରେ ଖରାର ପ୍ରଭାବ ଜାରି ରହିଥିବା ବେଳେ ଦକ୍ଷିଣ ଆଣ୍ଡାମାନ ସାଗର ଓ ନିକଟ ପୂର୍ବ ବଙ୍ଗୋପସାଗରରେ ଆସନ୍ତା ମେ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ମେ ମାସରେ ଲଘୁଚାପ ହେଲେ ତୀବ୍ରତା ବଢିବାର ସମ୍ଭାବନା ଅଧିକ ଥାଏ। ତେଣୁ ୬ ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ଅଧିକ ତୀବ୍ର ହୋଇପାରେ। ଏହା କେତେ ତୀବ୍ର ହେବ ଓ କେଉଁ ଆଡେ ଗତି କରିବ ତାହା ଏବେ ସ୍ପଷ୍ଟ ହୋଇ ନାହିଁ। ମେ’ ମାସରେ ବାତ୍ୟା ସମ୍ଭାବନାକୁ ଏଡାଇ ଦିଆଯାଇପାରିବ ନାହିଁ। ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories