www.samajalive.in
Monday, December 8, 2025
27.1 C
Bhubaneswar

ଜିଲ୍ଲା ତୈଳିକ ବୈଶ୍ୟ ସମାଜ ପକ୍ଷରୁ ବସ୍ତ୍ର ବଣ୍ଟନ

ବଲାଙ୍ଗିର: ଜିଲ୍ଲା ତୈଳିକ ବୈଶ୍ୟ ସମାଜ ପକ୍ଷରୁ ରବିବାର ଜିଲ୍ଲା ସଭାପତି ଉମାକାନ୍ତ ସାହୁ, ସଂପାଦକ ପ୍ରଦୀପ ସାହୁ, ନଗର ସଭାପତି ରେବତିକାନ୍ତ ସାହୁଙ୍କ ତତ୍ତ୍ୱାବଧନରେ ଶାନ୍ତିପଡା ଦୁର୍ଗା ମଣ୍ଡପ ସମ୍ମୁଖରେ ବ୍ୟବହାର ଉପଯୋଗୀ ବସ୍ତ୍ର ଓ ଥଣ୍ଡା ପାନୀୟ ଜଳ ବଣ୍ଟନ କରାଯାଇଛି । ଏହି ଅବସରରେ ବିଭିନ୍ନ ବର୍ଗର ମହିଳା, ବାଳକ, ବାଳିକା, ପୁରୁଷ ଯୋଗଦାନ କରି ନିଜ ନିଜ ମନ ପସନ୍ଦର ପୋଷାକ ବାଛି କରି ନେଇଥିଲେ । କାର୍ଯ୍ୟକ୍ରମରେ ସମାଜର ସାଂଗଠନିକ ସମ୍ପାଦକ ବିକାଶ ସାହୁ, ରାଜ୍ୟ ଯୁବ ସମ୍ପାଦକ ଫିରୋଜ ସାହୁ, କୋଷାଧ୍ୟକ୍ଷ ମହେନ୍ଦ୍ର ସାହୁ, ଜଙ୍କିଟ ସାହୁ, ଗୋବିନ୍ଦ ସାହୁ, କୃଷ୍ଣ ସାହୁ, ଧ୍ରୁବ ସାହୁ, ନସିଂ ସାହୁ ଏବଂ ସମାଜସେବୀ ନରେନ୍ଦ୍ର ବେହେରା, ସଞ୍ଜୟ ପାଣିଗ୍ରାହୀ ଉପସ୍ଥିତ ଥିଲେ ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories