www.samajalive.in
Thursday, December 11, 2025
26.1 C
Bhubaneswar

୩୬,୦୦୦ ଫୁଟ ଉଚ୍ଚରେ ଜେଟ୍‍ ଏୟାରୱେଜ ବିମାନରେ ଦେଖାଗଲା ଯାନ୍ତ୍ରିକ ତ୍ରୁଟି , କଲା ଜରୁରୀ ଅବତରଣ

ନୂଆଦିଲ୍ଲୀ : ମଝି ଆକାଶରେ ଜେଟ୍‍ ଏୟାରୱେଜ୍‍ର ଏକ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ ଏହା ଜରୁରୀ ଅବତରଣ କରିଛି। ବିମାନଟିରେ ୧୦୪ ଜଣ ଯାତ୍ରୀ ଓ କର୍ମଚାରୀ ଥିଲେ। ତେବେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି। ଜେଟ୍‍ ଏୟାରୱେଜ୍‍ ବିମାନ ୯ଡବ୍ଲ୍ୟୁ ୯୫୫ ରବିବାର ହାଇଦରାବାଦସ୍ଥିତ ରାଜୀବ ଗାନ୍ଧୀ ଆନ୍ତର୍ଜାତିକ ବିମାନବନ୍ଦରରୁ ଉଡାଣ ଆରମ୍ଭ କରିଥିଲା। ବିମାନଟି ୩୬,୦୦୦ ଫୁଟ ଉଚ୍ଚରେ ଥିବାବେଳେ ଏହାର ଇଞ୍ଜିନରେ ତ୍ରୁଟି ଦେଖାଯାଇଥିଲା। ଫଳରେ ମଧ୍ୟାହ୍ନ ୧୨ଟା୦୬ରେ ଏହାକୁ ଇନ୍ଦୋର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଥିଲା।

Hot this week

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

Related Articles

Popular Categories