www.samajalive.in
Saturday, December 6, 2025
26.1 C
Bhubaneswar

ସାଗରମୁଣ୍ଡା ପୋଖରୀକୁ ପୁନରୁଦ୍ଧାର ନିମନ୍ତେ ଜିଲ୍ଲାପାଳଙ୍କୁ ଅନୁରୋଧ

ନବରଙ୍ଗପୁର: ନନ୍ଦାହାଣ୍ଡି ବ୍ଲକ ଡଙ୍ଗରଭେଜା ପଞ୍ଚାୟତ ଅନ୍ତର୍ଗତ ସାଗରମୁଣ୍ଡା ପୋଖରୀକୁ ପୁନଃରୁଦ୍ଧାର କରିବା ନିମନ୍ତେ  ନବରଙ୍ଗପୁର ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରୋକୋଷ୍ଠରେ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କୁ ସାକ୍ଷାତ କରି ଅନୁରୋଧ କରିଛନ୍ତି ଯୁବ ଆଇନଜୀବୀ ଶ୍ରୀକାନ୍ତ କୁମାର ପଣ୍ଡା। ସାଗରମୁଣ୍ଡା ପୋଖରୀ ପୁନଃରୁଦ୍ଧାର ହେଲେ ସ୍ଥାନୀୟ ଜନସାଧାରଣ ଉପକୃତ ହେବା ସହିତ ସାଗରମୁଣ୍ଡାର ଜଳଧାରଣ କ୍ଷମତା ବଢିବ। ଏଥି ସହିତ ସ୍ଥାନୀୟ ଚାଷୀ ମାନେ ଉପକୃତ ହେବେ ଏବଂ ଏହାର ସୌନ୍ଦର୍ଯ୍ୟକରଣ ବଢିବା ସହିତ ଜନସାଧାରଣଙ୍କ  ଆମୋଦପ୍ରମୋଦ ପାଇଁ ଏକ ସୁନ୍ଦର ପର୍ଯ୍ୟଟନ ସ୍ଥଳୀ ହେବ ବୋଲି ସ୍ଥାନୀୟ ବାସିନ୍ଦା ଆଶା ବାନ୍ଧିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories