www.samajalive.in
Tuesday, December 9, 2025
15.1 C
Bhubaneswar

ଜିଓ ସେବା ବାଧାପ୍ରାପ୍ତ; କାମ ଠପ୍‍

ଖପ୍ରାଖୋଲ: ଖପ୍ରାଖୋଲ ବ୍ଲକ ବେନକେରା ଗାଁରେ ଥିବା ଜିଓ ମୋବାଇଲ୍‍ ଟାୱାର ଗତ କିଛି ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଜିଓ ହିତାଧିକାରୀମାନେ ମୋବାଇଲ୍‍ ସେବା ସହ ଇଣ୍ଟରନେଟ୍‍ ସେବାରୁ ବଞ୍ଚିତ ହେଉଛନ୍ତି। ଅନ୍‍ଲାଇନରେ ହେଉଥିବା କାମ, ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି। ତେଣୁ ତୁରନ୍ତ ଜିଓ ସେବାକୁ ସ୍ୱାଭାବିକ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories