www.samajalive.in
Monday, December 8, 2025
27.1 C
Bhubaneswar

ଆଜିଠାରୁ ଉଚ୍ଚ ଶିକ୍ଷାନୁଷ୍ଠାନରେ ସ୍ବାଭାବିକ ପାଠପଢ଼ା

ଭୁବନେଶ୍ବର: ଗ୍ରୀଷ୍ମପ୍ରବାହ ଯୋଗୁଁ ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନରେ ବନ୍ଦ ଥିବା ଶ୍ରେଣୀଗୃହ ଶିକ୍ଷାଦାନ ଆଜିଠାରୁ ସ୍ବାଭାବିକ ହେବ। ଉଚ୍ଚଶିକ୍ଷା ବିଭାଗ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡ଼ିକରେ ବୁଧବାରଠାରୁ ପୁନର୍ବାର ପାଠପଢା ଆରମ୍ଭ ହେବ। ରାଜ୍ୟର ଅଧିକାଂଶ ସ୍ଥାନରେ ଏବେ ବି ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ଥିଲେ ମଧ୍ୟ ଆଜି ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବ। ରାଜ୍ୟରେ ବିଦ୍ୟାଳୟ ଗତକାଲିଠାରୁ ସକାଳୁଆ କରାଯାଇ ଖୋଲିଛି। ପୂର୍ବ ବିଜ୍ଞପ୍ତି ମୁତାବକ ଶିକ୍ଷାନୁଷ୍ଠାନ ଖୋଲିବାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ତେବେ ଦୁଇ ବିଭାଗ ପକ୍ଷରୁ ଏଯାବତ୍‌ ଏନେଇ କିଛି ବିଜ୍ଞପ୍ତି ପ୍ରକାଶ ପାଇନି। ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦ୍ବନ୍ଦ୍ବ ଦେଖାଦେଇଛି। ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ସାମାନ୍ୟ କମିଛି। ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ତ‌ଳକୁ ଆସିଛି। ସମସ୍ତ ବିଶ୍ବବିଦ୍ୟାଳୟ, ସରକାରୀ/ବେସରକାରୀ ଡିଗ୍ରୀ କଲେଜ, ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନଗୁଡ଼ିକ ପୂର୍ବଭଳି ପୁଣିଥରେ ଆରମ୍ଭ କରିବାକୁ ଦୁଇ ବିଭାଗ ଯୋଜନା କରିଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories