www.samajalive.in
Sunday, December 7, 2025
26.1 C
Bhubaneswar

ପୁଣି ଚିନ୍ତା ବଢାଉଛି କରୋନା ; ଦେଶରେ ଚିହ୍ନଟ ହେଲେ ଆଉ ୩,୨୦୫ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ପୁଣି ଗତ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରୁଛି। ଦିନକରେ ଆଉ ୩ ହଜାର ୨୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୮୮,୧୧୮କୁ ବୃଦ୍ଧି ପାଇଛି। ସେହିପରି ଆଉ ୨,୮୦୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୪୪,୬୮୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୫,୨୩,୯୨୦ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୨%।୧୯,୫୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୦୫%। ଦିନକ ପୂର୍ବରୁ ୩,୨୭,୩୨୭ ନମୁନା ପରୀକ୍ଷା କରାଯାଇଥିବା ବେଳେ ଏଯାଏଁ ମୋଟ ୮୩,୮୯,୫୫,୫୭୭ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ଆଗରୁ ୪,୭୯,୨୦୮ ଟିକା ନେଇଥିବା ବେଳେ ମୋଟ ୧,୮୯,୪୮,୦୧,୨୦୩ ଟିକାକରଣ କରାଯାଇଛି। ଆଜି ପୂର୍ବାହ୍ନ ସୁଦ୍ଧା ୨,୩୪,୧୭୧ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories