www.samajalive.in
Sunday, December 14, 2025
26.1 C
Bhubaneswar

ବ୍ରଜରାଜନଗରରେ ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବ୍ରଜରାଜନଗର : ଝାରସୁଗୁଡା ଜିଲା ବ୍ରଜରାଜନଗରରେ ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରିଟର୍ଣ୍ଣିଂ ଅଫିର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ଠାରୁ ଆଶାୟୀମାନେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ  କରାଯିବ। ଏହାସହ ୧୨ ସୁଦ୍ଧା ସମସ୍ତ ଯାଞ୍ଚ କରାଯିବା ସହ ଆସନ୍ତା ୧୭ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।
ଏହାସହ ଆଇନଶୃଙ୍ଖଳା ରକ୍ଷା ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଉପନିର୍ବାଚନରେ ୨ ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ମେ’୩୧ରେ ଭୋଟ୍‍ ଗ୍ରହଣ ହେବ। ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡିଛି।

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories