www.samajalive.in
Monday, December 15, 2025
27.1 C
Bhubaneswar

ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ତଥା ବାଗ୍ମୀ ରଜତ କରଙ୍କ ପରଲୋକ ହୋଇଯାଇଛି। ରାଜଧାନୀର ଏକ ଚିକିତ୍ସାଳୟରେ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ ହୋଇଥିବା ଜଣାପଡ଼ିଛି। ବିଶିଷ୍ଟ ସାହିତ୍ୟିକ ରଜତ କରଙ୍କ ହୃଦଘାତରେ ପରଲୋକ ହୋଇଥିବା ନେଇ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ବିଶିଷ୍ଟ ସାହିତ୍ୟିକ ତଥା ବାଗ୍ମୀ ରଜତ କର। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସାହିତ୍ୟିକ ରଜତ କରଙ୍କୁ ପଦ୍ମଶ୍ରୀ ଉପାଧି ପ୍ରଦାନ କରିଥିଲେ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories