www.samajalive.in
Sunday, December 14, 2025
19.1 C
Bhubaneswar

ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ: ମୁଖ୍ୟମନ୍ତ୍ରୀ .

ଭୁବନେଶ୍ୱର: ପଦ୍ମଶ୍ରୀ ସ୍ବର୍ଗତ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରଛନ୍ତି। ସୂଚନା ଯୋଗ୍ୟ ଯେ ଆଜି ସନ୍ଧ୍ୟା ରେ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ ହୋଇଯାଇଛି।

ବିଶିଷ୍ଟ ଶିକ୍ଷାବିତ୍, ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା, ଭଞ୍ଜ ସାହିତ୍ୟର ବ୍ୟାଖାକାର, ସୁସାହିତ୍ୟିକ, ସୁବକ୍ତା ତଥା ଜଣାଶୁଣା ଆଧ୍ୟାତ୍ମିକ ପ୍ରବଚକ ଡ. ରଜତ କୁମାର କରଙ୍କ ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୮୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି ବୋଲି ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି।

- Advertisement -

 

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories