www.samajalive.in
Monday, December 15, 2025
26.1 C
Bhubaneswar

ଶାହାବୁଦ୍ଦିନ ହାଇକୋର୍ଟର ଦ୍ୱାରସ୍ଥ

ନୂଆଦିଲ୍ଲୀ : ଆରଜେଡିର ପୂର୍ବତନ ସାଂସଦ ମହମ୍ମଦ ଶାହାବୁଦ୍ଦିନ ତିହାର ଜେଲ କର୍ତ୍ତୃପକ୍ଷଙ୍କ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିସନ ଦାଏର କରିଛନ୍ତି। ତିହାର ଜେଲରେ ତାଙ୍କୁ ପ୍ରାୟ ଏକ ବର୍ଷ ଧରି ଗୋଟିଏ ପ୍ରକୋଷ୍ଠରେ ଏକୁଟିଆ ରଖାଯାଇ ନିର୍ଯାତନା ଦିଆଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି। ସିୱନ ଜେଲରୁ ତିହାରକୁ ସ୍ଥାନାନ୍ତର ହେବା ପରଠାରୁ ତାଙ୍କର ଓଜନ ୧୫ କିଲୋ ହ୍ରାସ ପାଇଥିବାବେଳେ ଜେଲରେ ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଛି ବୋଲି ଶାହାବୁଦ୍ଦିନ ତାଙ୍କ ପିଟିସନରେ ଉଲ୍ଲେଖ କରିଛନ୍ତି। ବିହାରରେ ରାଜଦେଓ ରଞ୍ଜନ ନାମକ ଜଣେ ସାମ୍ବାଦିକଙ୍କୁ ହତ୍ୟା କରାଯାଇଥିବା ମାମଲାରେ ଶାହାବୁଦ୍ଦିନ ଗିରଫ ହୋଇଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories