www.samajalive.in
Monday, December 8, 2025
17.1 C
Bhubaneswar

ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ

ଡେରାଡୁନ୍‌: ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ । ଆଜି ସକାଳେ ପିଥୌରାଗଡ଼ ଜିଲ୍ଳାରେ ଭୂମିକମ୍ପ ହୋଇଛି । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୬ ରେକର୍ଡ ହୋଇଥିବା ବେଳେ ଏଥିରେ କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି । ତେବେ ଭୂକମ୍ପର କେନ୍ଦ୍ରସ୍ଥଳ ନେପାଳ ସୀମାର ଆଖପାଖ ଆଞ୍ଚଳରେ ବୋଲି କୁହାଯାଉଛି ।  ପୂର୍ବରୁ ଏଠାରେ ଫେବ୍ରୁଆରୀ ୧୨ ତାରିଖରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ସେତେ ବେଳେ ରିକ୍ଟର ସ୍କେଲରେ ତୀବ୍ରତା ୪.୧ ରହିଥିଲା ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories