www.samajalive.in
Monday, December 8, 2025
14.1 C
Bhubaneswar

ଦେଶଦ୍ରୋହ ଆଇନ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦେଶଦ୍ରୋହ ଆଇନ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ । ଚାଲିଥିବା ସମସ୍ତ ମାମଲା ଉପରେ ରୋକ୍ ଲଗାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତାହା ସହିତ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ନୂଆ ମାମଲା ଦାୟର ନକରିବାକୁ ସୁପ୍ରିମକୋର୍ଟ ରାୟରେ କହିଛନ୍ତି । ଏହି ଶୁଣାଣି ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ.ଭି ରମଣାଙ୍କ ନେତୃତ୍ୱାଧିନ ଖଣ୍ଡପୀଠରେ ହୋଇଥିବା ବେଳେ ଦେଶଦ୍ରୋହ ମାମଲାରେ ବନ୍ଦୀଥିବା ବ୍ୟକ୍ତିଙ୍କୁ ମଧ୍ୟ ସୁପ୍ରିମକୋର୍ଟ କିଛି ପରାମର୍ଶ ଦେଇଛନ୍ତି । ଆଇପିସି ୧୨୪ଏରେ ବନ୍ଦୀ ଥିବା ବ୍ୟକ୍ତିଙ୍କ ମୁକ୍ତି ପାଇଁ ଆବେଦନ କରିପାରିବେ । ପ୍ରାଧିକୃତ କୋର୍ଟରେ ମୁକ୍ତି ବା ଜାମିନ ପାଇଁ ଆବେଦନ କରିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ । ମାମଲାରେ ଜାମିନରେ ଥିବା ବ୍ୟକ୍ତିଙ୍କ ଜାମିନ ଅବଧି ବଳବତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଖାଲି ସେତିକି ନୁହେଁ ଏହି ମାମଲାକୁ ନେଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଆଇନର ସମୀକ୍ଷା କରିବାକୁ କହିଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories