www.samajalive.in
Monday, December 15, 2025
27.1 C
Bhubaneswar

ଏଣିକି ରାତି ୧୨ଟା ଯାଏଁ ଖୋଲା ରହିବ ଡ୍ୟାନ୍ସ ବାର୍‍

ଡେସ୍କ: ଏଣିକି ରାତି ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ଡ୍ୟାନ୍ସ ବାର୍‍। ଏଥିରେ ମଦ୍ୟପାନ ସହ ନୃତ୍ୟ ମଧ୍ୟ ଚାଲିପାରିବ।ଭୁବନେଶ୍ୱରରେ ୧୪ଟି ଡ୍ୟାନ୍ସ ବାରକୁ ଅବକାରୀ ବିଭାଗ ଅନୁମତି ଦେଇଛି। ମହାମାରୀ କରୋନା ପାଇଁ ଗତ ଦୁଇ ବର୍ଷ ହେଲା ଡ୍ୟାନସ ବାର୍‍ ଉପରେ କଟକଣା ଲାଗୁ ହୋଇଥିଲା। ଏବେ ସେହି କଟକଣାକୁ କୋହଳ କରାଯାଇଛି। କମିଶନରେଟ୍‍ ପୁଲିସର ନିର୍ଦ୍ଦେଶାବଳୀ ଅନୁଯାୟୀ ଡ୍ୟାନ୍ସ ବାରଗୁଡ଼ିକ ଚାଲିବ ବୋଲି ଜଣାପଡିଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories