www.samajalive.in
Tuesday, December 9, 2025
17.1 C
Bhubaneswar

ପୁଲିସ ଅଧିକାରୀଙ୍କ ପରକୀୟା ପ୍ରୀତି: ଅଡିଓ ଭାଇରାଲ୍, ପତ୍ନୀ କୋର୍ଟଙ୍କ ଦ୍ୱାରସ୍ତ

କୁଆଁପାଳ: ରାଜ୍ୟ ସରକାର ପୁଲିସ ବିଭାଗକୁ ମୋ ସରକାରରେ ଅନ୍ତର୍ଭୁକ୍ତ କରିଛନ୍ତି। ଅର୍ଥାତ୍ ରାଜ୍ୟରେ ପୁଲିସ ଅପରାଧ କରୁଥିବା ଲୋକଙ୍କ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। କିନ୍ତୁ ପୁଲିସ ଯଦି ଅପରାଧୀଙ୍କ ଭଳି କାର୍ଯ୍ୟ କରିବ ତାହେଲେ ଜନସାଧାରଣ କାହା ଉପରେ ଭରସା କରିବେ। ଏଭଳି ଘଟଣା ଦେଖିବାକୁ ମିଳିଛି ଖୋଦ ରାଜ୍ୟର ରାଜଧାନୀ ଭୁବନେଶ୍ବର କମିଶନରେଟ୍ ପୁଲିସରେ କାର୍ଯ୍ୟରତ ପୁଲିସ ଅଧିକାରୀ ବାମ ଦେବ ଜେନାଙ୍କ ଠାରେ।

ନିଜର ବିବାହିତ ସ୍ତ୍ରୀଙ୍କୁ ଶାରୀରିକ, ମାନସିକ ଓ ସାମାଜିକ ନିର୍ଯାତନା ଦେବା ସହିତ ପୁଲିସ ବିଭାଗରେ କାର୍ଯ୍ୟ କରୁଥିବା ଜଣେ ମହିଳା କନେଷ୍ଟବଳଙ୍କ ସହିତ ଅନୈତିକ କାର୍ଯ୍ୟରେ ଲିପ୍ତ ରହି ଆପତ୍ତିଜନକ କଥାବାର୍ତ୍ତା ହେଉଥିବା ବର୍ତ୍ତାଳାପ ସାମାଜିକ ଗଣମାଧ୍ୟମରେ ଭାଇରଲ ହେଉଛି। ଏହି ଖବର ପ୍ରସାରଣ ପରେ ରାଜ୍ୟ ସରକାର ସଂପୃକ୍ତ ପୁଲିସ ଅଧିକାରୀଙ୍କ ବିରୁଦ୍ଧରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ଦେଖିବାକୁ ବାକି ରହିଲା। ତେବେ ସମ୍ପୃକ୍ତ ପୁଲିସ ଅଧିକାରୀଙ୍କ ପତ୍ନୀ କୋର୍ଟଙ୍କ ଦ୍ୱାରସ୍ତ ହେବା ସହ ମାହାଙ୍ଗା ଥାନା କୁମୁଡ଼ା ଜୟପୁର ଫାଣ୍ଡିରେ ଅଭିଯୋଗ ମଧ୍ୟ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories