www.samajalive.in
Monday, December 8, 2025
24.1 C
Bhubaneswar

ଓଡିଶାରେ କରୋନା ; ଚିହ୍ନଟ ହେଲେ ଆଉ ୧୯ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୬ ଜଣ,ସଙ୍ଗରୋଧରୁ ୧୧,ସ୍ଥାନୀୟ ୮।

- Advertisement -


୬ ଜିଲା ଓ ଷ୍ଟେଟପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, କଟକ୧, ଗଜପତି ୫,ଖୋର୍ଦ୍ଧା ୪, ନୂଆପଡା ୬,ସମ୍ବଲପୁର ୧, ଷ୍ଟେଟପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୭୨କୁ ବୃଦ୍ଧି ପାଇଛି। ୧୨,୭୮,୯୭୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories