www.samajalive.in
Monday, December 8, 2025
17.1 C
Bhubaneswar

ଆଜି ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ

କଟକ : ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଦିବସ ସାରା ଦେଶରେ ଆଡମ୍ବରରେ ପାଳନ କରାଯାଉଛି। ମହାତ୍ମା ଗାନ୍ଧୀ ଅକ୍ଟୋବର ୨ ତାରିଖ ୧୮୬୯ରେ ଗୁଜୁରାଟର ପୋରବନ୍ଦର ଠାରେ ଜନ୍ମଗ୍ରହଣ କରିଥିଲେ। ସେହିପରି ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀ ଆଗ୍ରାର ମୋଗଲସରାଇ ୧୯୦୪ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ। ଉଭୟଙ୍କ ଦେଶପ୍ରତି ଭଲପାଇବା ଆଜିବି ଯୁବପିଢି ମାନଙ୍କ ପାଇଁ ଆଦର୍ଶ। ଜାତିର ଜନକ ମହାତ୍ମା ଗାନ୍ଧୀ ଭାରତର ସ୍ୱାଧୀନତା ସଂଗ୍ରାମ ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ କରିଥିଲେ ଯାହାର ପରିଣାମ ସମସ୍ତ ଭାରତବାସୀଙ୍କୁ ସ୍ୱାଧୀନତାର ସ୍ୱାଦ ଚାଖିବାକୁ ମିଳିଥିଲା। ଜୀବନରେ ନିଷ୍ଠା ହିଁ ସଫଳତା ପ୍ରଦାନ କରିଥାଏର ନିଚ୍ଛକ ଉଦାହରଣ ହେଉଛନ୍ତି ମହାତ୍ମା ଗାନ୍ଧୀ। ଆମମାନଙ୍କ ଗ୍ରହଣରୁ ଗାନ୍ଧୀଜି ନାହାନ୍ତି ସତ କିନ୍ତୁ ତାଙ୍କ ଆଦର୍ଶ ଆଜି ବି ସମସ୍ତ ଯୁବପିଢି ମାନଙ୍କୁ ପ୍ରେରଣା ପ୍ରଦାନ କରିଥାଏ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories