www.samajalive.in
Saturday, December 13, 2025
26.1 C
Bhubaneswar

ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ

ଚୌଦ୍ୱାର: ଟାଙ୍ଗୀ-ଚୌଦ୍ୱାର ବ୍ଲକ ନଖରା ପଂଚାୟତର ବଡଚାଂଚୋ ଗ୍ରାମର ଓଁ ଶ୍ରୀ କ୍ଷେତ୍ରପାଳ କ୍ଷେତ୍ରପାଳିକା ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଶନିବାର ଠାରୁ ଆରମ୍ଭ ହୋଇଛି। ୩ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଯଜ୍ଞର ପ୍ରଥମ ଦିନରେ କଳସ ଶୋଭାଯାତ୍ରା, ସୂର୍ଯ୍ୟ ପୁଜା, ଗୋ ପୁଜା, ଅଗ୍ନିସ୍ଥାପନା ସହିତ ନାନାବିଧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯଜ୍ଞ ପରିଚାଳନା କମିଟିର ମାୟାଧର ମଲ୍ଲ, ମହେନ୍ଦ୍ର ପରିଡ଼ା, ଲିଙ୍ଗରାଜ ସ୍ୱାଇଁ, ନବୀନ ସିଂ, ଶଙ୍କର୍ଷଣ ରାଉତ, ନିମାଇଁ ଚରଣ ଦାଶ, ମହେଶ୍ୱର ସିଂ, ପୁନାନନ୍ଦ ନାୟକ, ପ୍ରଶାନ୍ତ ପଣ୍ଡା ପ୍ରମୁଖ ଯଜ୍ଞ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories