www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟପାଳଙ୍କ ଦ୍ୱାରା ‘ପିଲାଙ୍କ ରାମାୟଣ’ ପୁସ୍ତକ ଉନ୍ମୋଚିତ

ଲାଞ୍ଜିଗଡ଼: ବିଶିଷ୍ଟ ଶିଶୁ ସାହିତ୍ୟିକ ପ୍ରଭାତ ଚନ୍ଦ୍ର ରଥଙ୍କ ଦ୍ୱାରା ଲିଖିତ ପିଲାଙ୍କ ଗୀତି ମହାକାବ୍ୟ ‘ପିଲାଙ୍କ ରାମାୟଣ’ ରାଜ୍ୟପାଳ ଗଣେଶୀ ଲାଲଙ୍କ ଦ୍ବାରା ରାଜଭବନରେ ଉନ୍ମୋଚିତ ହୋଇଯାଇଛି। ‘ପିଲାଙ୍କ ରାମାୟଣ’ ପୁସ୍ତକ ଜ୍ଞାନର ଭଣ୍ଡାର ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଥିଲେ। ଏହାସହିତ ‘ପିଲାଙ୍କ ରାମାୟଣ’ ପୁସ୍ତକଟିର ସଫଳତା କାମନା କରିଥିଲେ।

 

- Advertisement -

ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ ଭାରତୀୟ ରାଜସ୍ୱ ସେବାରୁ ଅବସରପ୍ରାପ୍ତ ପୁର୍ବତନ ପ୍ରଶାସକ ପୀୟୂଷ ପଟ୍ଟନାୟକ ଏବଂ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ବିଶିଷ୍ଠ ଗାଳ୍ପିକ ତଥା ଶିଶୁ ସାହିତ୍ୟିକ ପରେଶ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories