www.samajalive.in
Tuesday, December 9, 2025
16.1 C
Bhubaneswar

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମାଣିକ ଶାହା

ନୂଆଦିଲ୍ଲୀ: ତ୍ରିପୁରାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମାଣିକ ଶାହା । ରାଜଭବନରେ ରାଜ୍ୟପାଳ ସତ୍ୟଦେବ ନାରାୟଣ ରାୟ ମାଣିକ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଛନ୍ତି । ତ୍ରିପୁରାରେ ଦଳ ମଧ୍ୟରେ ଶୃଙ୍ଖଳା ଓ ବିରୋଧୀଙ୍କୁ ଜବାବ ଦେବାକୁ ବିଜେପି ଏପରି ଏକ ପଦକ୍ଷେପ ନେଇଥିବା କୁହାଯାଉଛି । ଶନିବାର ମୁଖ୍ୟମନ୍ତ୍ରୀ ପଦରୁ ବିପ୍ଳବ କୁମାର ଇସ୍ତଫା ଦେବା ପରେ ମାତ୍ର କିଛି ଘଣ୍ଟା ମଧ୍ୟରେ ଦଳ ମାଣିକ ଶାହାଙ୍କୁ ମୁଖ୍ୟମନ୍ତ୍ରୀ କରିଛି । ଅତୀତରେ ବିଜେପି ଏପରି ପଦକ୍ଷେପ ଅନେକଥର ନେଇଥିବା ଦେଖିବରାକୁ ମିଳିଛି । ଗୁଜୁରାଟ ଓ କର୍ଣ୍ଣାଟକ ଭଳି ରାଜ୍ୟରେ ବିଜେପି ବାରମ୍ବାର ମୁଖ୍ୟମନ୍ତ୍ରୀ ବଦଳାଇଥିବା ଦେଖିବାକୁ ମିଳିଛି ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories