www.samajalive.in
Friday, December 12, 2025
16.1 C
Bhubaneswar

ଦେଶରେ ଦିନକରେ ଆଉ ୨,୨୫୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୨୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୩୧,୮୨୨କୁ ବୃଦ୍ଧି ପାଇଛି। ସେହିପରି ଆଉ ୨ ହଜାର ୬୧୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୯୨,୪୫୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୨୩୨ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୨%। ୧୫,୦୪୪ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୪,୫୧,୧୭୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୪,୫୮,୫୫,୩୫୧ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୧୫,୧୨,୭୬୬ ଟିକା ନେଇଥିବା ବେଳେ ମୋଟ ୧,୯୧,୯୬,୩୨,୫୧୮ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୨,୨୨,୯୯୦ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories