www.samajalive.in
Sunday, December 14, 2025
26.1 C
Bhubaneswar

ଦେଶରେ ଆଉ ୨ହଜାର ୨୨୬ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ୨ହଜାର ଉପରେ ଦୈନିକ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୨୨୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କରୋନାରୁ ଗତ ୨୪ ଘଣ୍ଟାରେ ୨,୨୦୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪,୯୫୫ ରହିଛି । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ମଧ୍ୟ ହ୍ରାସ ପାଉଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୯୭,୦୦୩ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୪୧୩ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories