www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶା କଂଗ୍ରେସର ନୂଆ ମୁଖିଆ ଶରତ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶା କଂଗ୍ରେସର ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ଶରତ ପଟ୍ଟନାୟକ। ଅଲଇଣ୍ଡିଆ କଂଗ୍ରେସ କମିଟି ପକ୍ଷରୁ ସୋମବାର ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ଏଥିସହ ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ପତ୍ର ହାଇକମାଣ୍ଡଙ୍କ ଦ୍ବାରା ଗୃହୀତ ହୋଇଥିବା ସୂଚନା ଦେଇଛି ଏଆଇସିସି।

ଶରତ ପଟ୍ଟନାୟକ ଦ୍ବିତୀୟ ଥର ପାଇଁ ପିସିସି ସଭାପତି ହୋଇଛନ୍ତି। ବଲାଙ୍ଗୀରର ପୂର୍ବତନ ଲୋକସଭା ସାଂସଦ ଶରତ ପଟ୍ଟନାୟକ ୨୦୦୧ରୁ ୨୦୦୩ ଯାଏଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭାବେ ଦାୟିତ୍ୱ ତୁଲାଇଥିଲେ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories